Masthead

ଋଷରେ ପୁଣି ତାଲାବନ୍ଦ

(ବଡ଼ ଖବର ବ୍ୟୁରୋ): ଋୁଷ୍ରେ ପୁଣି ତାଲାବନ୍ଦ । ଚୀନ୍ ପରେ ଏବେ ରୁଷରେ ପୁଣିଥରେ ତାଲାବନ୍ଦ ଜାରି । କେବଳ ଔଷଧ ଓ ଅତ୍ୟାବଶ୍ୟକ ଜରୁରୀ ଦୋକାନ ବ୍ୟତୀତ ଅନ୍ୟ ସମସ୍ତ ଦୋକାନ ବଜାର ଗୁରୁବାରଠାରୁ ବନ୍ଦକରି ଦିଆଯାଇଛି । ଦୃତ ଗତିରେ ବଢିବାରେ ଲାଗିଛି ଋଷରେ ସଂକ୍ରମଣ ।

ଗତ ୨୪ ଘଣ୍ଟାରେ ୪୦ ହଜାରରୁ ଅଧିକ ନୂଆ ମାମଲା ସାମ୍ନାକୁ ଆସିଛି । ୧୧୫୯ ଲୋକଙ୍କ ମୃତ୍ୟୁ ଘଟିଛି । କରୋନା ଶୃଙ୍ଖଳା ଭାଙ୍ଗିବା ପାଇଁ ସରକାର ୧୧ ଦିନିଆ ତାଲାବନ୍ଦ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା