Masthead

ଆଜିଠୁ ତେଲେଙ୍ଗାନାରେ ଲକଡାଉନ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ):ବଢ଼ୁଛି ସଂକ୍ରମଣ । ଏଥିପାଇଁ ବିଭିନ୍ନ ସ୍ଥାନରେ ଘୋଷଣା କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକଡାଉନ ଘୋଷଣା କରାଯାଇଛି । ଆଜିଠୁ ତେଲେଙ୍ଗାନାରେ ମଧ୍ୟ ଲକଡାଉନ ଘୋଷଣା କରାଯାଇଥିଲା । ଆଜିଠାରୁ ୧୦ଦିନିଆ ଲକଡାଉନ ଘୋଷଣା କରାଯାଇଛି ତେଲେଙ୍ଗାନାରେ ।

ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ତେଲେଙ୍ଗାନା ସରକାର ଏଭଳି ନିଷ୍ପତି ନେଇଛନ୍ତି । ସକାଳ ୬ରୁ ୧୦ଟା ପର୍ଯ୍ୟନ୍ତ କଟକଣାକୁ କୋହଳ କରାଯାଇଛି । ତେବେ ଜରୁରୀ ସେବାକୁ ଅନୁମତି ଦେଇଛନ୍ତି ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ