Masthead

ପୁଣି ଫେରିଲା ଲକଡାଉନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ପୁଣି ବଢିବାରେ ଲାଗିଛି । । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ମହାରାଷ୍ଟ୍ରରେ ପୁଣି ହୋଇଛି ଲକଡାଉନ । ଔରଙ୍ଗାବାଦ ସହରରେ ରାତି ୯ଟାରୁ ସକାଳ ୭ଟା ଯାଏଁ ଲକଡାଉନ ଲାଗୁ ହେବା ସହ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଲକଡାଉନ ରହିବ ।

ସୂଚନା ଅନୁସାରେ, ଏପ୍ରିଲ ମାସ ୪ ତାରିଖ ଯାଏଁ ଏହି ଲକଡାଉନ ରହିବ । କେବଳ ଜରୁରୀ ସେବା ଜାରି ରହିବା ସହିତ ଅନ୍ୟ ସବୁ ବନ୍ଦ ରହିବ । ସେହିପରି ଯଦି କିଏ ମାସ୍କ ନପିନ୍ଧନ୍ତି ତାଙ୍କଠାରୁ ଜରିମାନା ଆଦାୟ କରାଯିବ । ବର୍ତ୍ତମାନ ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ଜରିମାନା ମଧ୍ୟ ନେଊଛନ୍ତି ସରକାର ।

ଦେଶର ମହାରାଷ୍ଟ୍ର ସହରରେ କରୋନା ଭାଇରସର ସଂକ୍ରମଣ ଦିକୁ ଦିନ ବଢିବାରେ ଲାଗିଛି । ଏବେବି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୨ଲକ୍ଷ ୫୨ହଜାର ୫୭ରେ ପହଁଚି ଥିବାବେଳେ, ଗୋଟିଏ ଦିନରେ ୫୪ଜଣ ଆକ୍ରାନ୍ତ ଜୀବନ ହାରିଛନ୍ତି । ଅକ୍ଟୋବର ୮ରେ ସଂକ୍ରମଣ ହ୍ରାସ ହୋଇଥିବାବଳେ ପରେ ଏହା ବଢିବାରେ ଲାଗିଛି । ଗତକାଲି ୯,୯୧୩ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୯୯,୨୦୭ରେ ପହଁଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା