Masthead

ଜର୍ମାନୀକୁ ଫେରିଲା ଲକ୍ଡ଼ାଉନ

ଜର୍ମାନୀ : ଜର୍ମାନୀରେ ଜାନୁଆରୀ ୩୧ ଯାଏଁ ଲକଡ଼ାଉନ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ବଢୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଜର୍ମାନୀର ୧୬ଟି ସଂଙ୍ଗୀୟ ରାଜ୍ୟର ମୁଖ୍ୟଙ୍କ ସହ ଆଲୋଚନା ପରେ କରେନା ସଂକ୍ରମଣକୁ ରୋକିବା ପାଇଁ ଏହି ଲକଡ଼ାଉନ ଘୋଷଣା କରାଯାଇଛି । ସ୍କୁଲ, କଲେଜ, ଦୋକାନ ଓ ରେଷ୍ଟୁରାଣ୍ଟ ସବୁ ବନ୍ଦ ରହିବ । ଅନ୍ୟପକ୍ଷେ ଜରୁରୀ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଜଣେ ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ କେବଳ ଜଣେ ବ୍ୟକ୍ତିକୁ ହିଁ ଦେଖାକରିପାରିବ । ଏହାପୂର୍ବରୁ ୫ଜଣଙ୍କୁ ଦେଖାକରିବାର ଅନୁମତି ଥିଲା । କରୋନାର ନୂଆ ଷ୍ଟ୍ରେନ ଦୃତ ଗତିରେ ବ୍ୟାପୁଥିବାରୁ ବ୍ରିଟେନ ପରେ ଜର୍ମାନୀରେ ଏପରି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା