Masthead

ସରକାରୀ କାର୍ୟ୍ୟାଳୟରେ ଝୁଲୁଛି ତାଲା

ନାଉଗାଁ (ବଡ଼ ଖବର ବ୍ୟୁରୋ) : ବାରମ୍ବାର ଦାବି ପରେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅଫିସ୍ ପାଖରେ ଖୋଲିଛି ଉଦ୍ୟାନ କୃଷି କାର୍ଯ୍ୟାଳୟ । ନାଉଗାଁ ବ୍ଲକ ୧୬ଟି ପଞ୍ଚାୟତର କୃଷକମାନଙ୍କୁ ସ୍ୱାବଲମ୍ବୀ କରିବା ଏହି କାର୍ଯ୍ୟାଳୟର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ମାତ୍ର ଏହି ସରକାରୀ କାର୍ୟ୍ୟାଳୟଟି କେତେବେଳେ ଖୋଲେ ଓ କେତେବେଳେ ବନ୍ଦ ହୁଏ କୌଣସି ଚାଷୀ ଜାଣନ୍ତି ନାହିଁ । ସବୁ ସମୟରେ କାର୍ଯ୍ୟାଳୟ ଫାଟକରେ ତାଲା ଝୁଲୁଥିବା ଦେଖିବାକୁ ମିଳେ। ବାବୁମାନେ ତାଙ୍କ ଇଚ୍ଛାରେ ଆସନ୍ତି ଓ ତାଙ୍କ ଇଚ୍ଛାରେ ଯାଆନ୍ତି । ବହୁ ଦୁର ଦୂରାନ୍ତରୁ ଖର୍ଚ୍ଚାନ୍ତ ହୋଇ ଆସି ବାବୁମାନଙ୍କୁ ନ ପାଇ ନିରାଶ ହୋଇ ଫେରୁଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହି ଘଟଣା ପ୍ରତି ଦୃଷ୍ଟି ଦେବାକୁ ଚାଷୀମାନଙ୍କ ତରଫରୁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ