ବ୍ଲକରେ ତାଲା ମାରିଲେ, ଆନ୍ଦୋଳନକୁ ଓହ୍ଲାଇଲେ

ବଲାଙ୍ଗିର (ବଡ଼ କବର ବ୍ୟୁରୋ): ନାରାୟଣ କଲୋନୀ ସମସ୍ୟା ନେଇ ତାତିଲେ ଲୋକେ । ବାରମ୍ବାର ଅଭିଯୋଗ ପରେ ବି କେହି ଦୃଷ୍ଟି ଦେଉ ନାହାନ୍ତି । କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବିଡିଓ ଓ ଅଧ୍ୟକ୍ଷ । ଶେଷରେ ବାଧ୍ୟ ହୋଇ ଲୋକେ ପୁଇଁତଳା ବ୍ଲକରେ ତାଲା ମାରି ଆନ୍ଦୋଳନକୁ ଓହ୍ଲାଇଥିଲେ ।

ଅଭିଯୋଗ ଅନୁସାରେ ଦୀର୍ଘ ବର୍ଷ ହେଲା ନାରାୟଣ କଲୋନୀରେ ଲୋକେ ବହୁ ଅସୁବିଧାରେ ରହୁଛନ୍ତି । ଘର ଭାଙ୍ଗିବାକୁ ବସିଥିବା ବେଳେ ବିଜୁଳି ସମସ୍ୟା ମଧ୍ୟ ରହିଛି । ଏନେଇ ବ୍ଲକ୍ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଯାଇଛି । ସେପଟେ କଲୋନୀର ଲୋକେ ଅସୁବିଧାରେ ରହୁଥିବା କଥାକୁ ସ୍ୱୀକାର କରିଛନ୍ତି ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ । ଏବଂ ସମସ୍ୟାର ସମାଧାନ କରିବା ପାଇଁ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ