Masthead

ମହାବଳ ବାଘକୁ ଘରେ ତାଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘର ଭିତରେ ମହାବଳ ବାଘକୁ ତାଲା ପକାଇଲେ ଗାଁ ଲୋକେ । ଠାକୁରମୁଣ୍ଡା ବନାଞ୍ଚଳ କେନ୍ଦୁଜିଆଣୀ ସେକ୍ସନ ଅନ୍ତର୍ଗତ ଖପରଖାଇ ଗାଁରେ ମହାବଳ ଆତଙ୍କ ଦେଖିବାକୁ ମିଳିଛି । ଗାଁର ଟୁକେ ହୋ ଙ୍କ ଘର ପାଖରେ ବାଘଟି ଲୁଚି ରହିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ସୂଚନା ଅନୁଯାୟୀ, ରାତି ଅନ୍ଧାରରେ ବାଘର ଉପସ୍ଥିତି ଜଣାପଡିବା ପରେ ଗ୍ରାମବାସୀ ଆତଙ୍କିତ ହୋଇପଡିଛନ୍ତି। ଲୋକେ ଟର୍ଚ୍ଚ ଲାଇଟ୍ ପକାଇ ବାଘ ଉପରେ ନଜର ରଖିବା ସହ ବନ ବିଭାଗକୁ ଖବର ଦେଇଥିଲେ ।

ଖବର ପାଇ ଠାକୁରମୁଣ୍ଡା ଵନବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇ ପହଞ୍ଚିଥିଲେ । ଲୋକେ ରାତିରେ ଘରୁ ଏକା ନ ବାହାରିବା, ଗାଈ ଗୋରୁ ସୁରକ୍ଷିତ ସ୍ଥାନରେ ବାନ୍ଧିବା ଓ ବନ ବିଭାଗ ସହ ସହଯୋଗ କରିବାକୁ ବନବିଭାଗ ପରାମର୍ଶ ଦେଇଛି । ତେବେ କୌଣସି ଅଘଟଣର ଖବର ଆସିନି । ବାଘଟିକୁ କିପରି ସୁରକ୍ଷିତ ଭାବେ ଉଦ୍ଧାର କରି ହେବ ସେଥିପାଇଁ ବନବିଭାଗ ଟିମ୍ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି