Masthead

ଲୋଇସିଂହାରେ ବିଜେଡିର କରୋନା ସଚେତନତା କାର୍ଯ୍ୟକ୍ରମ

ଲୋଇସିଂହା, (ବଡ଼ ଖବର ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଅକ୍ଟୋବର ୨ ରୁ ନଭେମ୍ବର ୨ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ସେହିପରି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବିଜେଡ଼ି ପକ୍ଷରୁ ଆରମ୍ଭ ହୋଇଯାଇଛି କରୋନା ସଚେତନତା କାର୍ଯ୍ୟକ୍ରମ । ମହାମାରୀକୁ ନେଇ ଚାଲିଥିବା ଜନସଚେତନତା ଅଭିଯାନରେ ବିଜୁ ଜନତା ଦଳ ତରଫରୁ ରାଜ୍ୟ ପରିଷଦ ସଦସ୍ୟ ତଥା ଲୋଇସିଂହା ନିର୍ବାଚନ ମଣ୍ଡଳୀର ଯୁବନେତା ନିହାର ରଞ୍ଜନ ବେହେରାଙ୍କ ନେତୃତ୍ୱରେ ବ୍ଲକ ଅନ୍ତର୍ଗତ ସରଗାଡ଼, କୁସମେଲ, ଓ କୁଟେନପାଲି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଜନ ସଚେତନତା ସହିତ ମାସ୍କ ବଣ୍ଟନ କରାଯାଇଥିଲା।

ସମସ୍ତେ ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତ୍ୱ ରକ୍ଷା କରି ସର୍ବଦା ହାତକୁ ସଫା ରଖିବା ଦିଗରେ ସଚେତନ ମଧ୍ୟ କରିଥିଲେ । ଏଥିରେ କୁଶମେଲ ପଞ୍ଚାୟତର ସମିତି ସଭ୍ୟ ଜୋସ୍ନାମୟୀ ନାଗ, ଅଂଶୁମାନ ଗୁରୁ, ସମ୍ପଦ ବାଗ, ଅଙ୍ଗଦ ବାଗ, ବିକ୍ରମ ନନ୍ଦ ପ୍ରସନ୍ନ ନାଗ ପ୍ରମୁଖଙ୍କ ସମେତ ବିଜୁ ଜନତା ଦଳ ର କର୍ମୀମାନେ ସହଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି