Masthead

ଲୋକସଭା ନିର୍ବାଚନ ନେଇ ଇସ୍ତାହାର ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ନେଇ ଇସ୍ତାହାର ପ୍ରକାଶ କଲା କଂଗ୍ରେସ । ଏହି ଘୋଷଣାପତ୍ର ୫ ‘ନ୍ୟାୟ’ ଏବଂ ୨୫ ‘ଗ୍ୟାରେଣ୍ଟି’ ଉପରେ ଆଧାରିତ। ଦିଲ୍ଲୀ ମୁଖ୍ୟାଳୟରେ ଇସ୍ତାହାର ଜାରିକଲା କଂଗ୍ରେସ । ନିର୍ବାଚନ ଇସ୍ତାହାରରେ ୫ଟି ଗ୍ୟାରେଣ୍ଟି ନେଇ ପ୍ରତିଶ୍ରୁତି । ମଲିକାର୍ଜ୍ଜୁନ ଖଡଗେ, ସୋନିଆ ଗାନ୍ଧି ଓ ବରିଷ୍ଠ ନେତା ଉପସ୍ଥିତ । ବୈଠକରେ କୃଷକ, ଶ୍ରମିକ, ମହିଳା, ଯୁବବର୍ଗ ଏବଂ ବେରୋଜଗାର ଉପରେ ଦଳ ଫୋକସ କରିଛି ।

ଜାତିଗତ ଜନଗଣନା କରିବାକୁ ଇସ୍ତାହାରରେ ପ୍ରତିଶ୍ରୁତି । ମନରେଗାରେ ଦୈନିକ ମଜୁରୀ ୪୦୦ ଟଙ୍କାକୁ ବୃଦ୍ଧି କରିବାକୁ ପ୍ରତିଶ୍ରୁତି । ୧ ଲକ୍ଷ ଟଙ୍କା ଦରମାରେ ଯୁବକଙ୍କୁ ନିଯୁକ୍ତି, ଋଣଛାଡ଼ ପ୍ରତିଶ୍ରୁତି । ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ପାଇଁ ଲିଗାଲ ଗ୍ୟାରେଣ୍ଟି । ମହାଲକ୍ଷ୍ମୀ ଯୋଜନାରେ ଗରିବ ପରିବାରକୁ ବାର୍ଷିକ ୧ ଲକ୍ଷ ଟଙ୍କା ପ୍ରତିଶ୍ରୁତି । ସାମାଜିକ ସୁରକ୍ଷା ଭତ୍ତା ମାସିକ ୧ ହଜାରକୁ ବୃଦ୍ଧି ନେଇ ପ୍ରତିଶ୍ରୁତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ