Masthead

ଏନଡିଏର ମିଶନ ୮୦କୁ ନେଇ କାମ କରୁଛି: ଓମ ପ୍ରକାଶ ରାଜଭର

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଏନଡିଏରେ ମିଶିବାରେ ଆକ୍ସନ ମୋଡ଼ରେ ସୁହେଲଦେବ ଭାରତୀୟ ସମାଜ ପାର୍ଟିର ଅଧ୍ୟକ୍ଷ ଓମ ପ୍ରକାଶ ରାଜଭର । ବିରୋଧୀ ଦଳ ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ଉପରେ କରିଛନ୍ତି ଟାର୍ଗଟ । କହିଛନ୍ତି ସେ ବର୍ତ୍ତମାନ ଏନଡିଏର ମିଶନ ୮୦ରେ କାମ କରିବା ଆରମ୍ଭ କରିଛନ୍ତି। ଏନଡିଏରେ ଯୋଗଦେବା ପରେ ରାଜଭର ବିଜେପି ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ, ଡେପୁଟି ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ସୌଜନ୍ୟମୂଳକ ବୈଠକ କରିଛନ୍ତି।

କେବଳ ଏତିକି ନୁହେଁ, ଏହି ସମୟରେ ସେ ପୂର୍ବାଞ୍ଚଳର ସେହି ୬ଟି ଆସନ ବିଷୟରେ ଆଲୋଚନା କରିଛନ୍ତି। ଯେଉଁଠାରେ ୨୦୧୯ରେ ବିଜେପିକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଓମ ପ୍ରକାଶ ରାଜଭର କହିଛନ୍ତ, ସେ ଗତ ନିର୍ବାଚନରେ ବିଜେପିର ପ୍ରଦର୍ଶନ ଖରାପ ଥିବା ସେହି ଆସନରୁ ପୂର୍ବାଞ୍ଚଳରେ ନିଜର ନିର୍ବାଚନ ପ୍ରଚାର ଆରମ୍ଭ କରିବାକୁ ଚାହୁଁଛନ୍ତି। ଏଥିପାଇଁ ରାଜଭର ଆଜମଗଡର ଲାଲଙ୍ଗଜ ଲୋକ ସଭା ଆସନରୁ ଆରମ୍ଭ କରିବାକୁ ଯୋଜନା କରିଛନ୍ତି। ରାଜଭର କହିଛନ୍ତି ଯେ, ସେ ଚାହୁଁଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲଗଞ୍ଜରେ ଏକ କାର୍ୟ୍ୟକ୍ରମ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ