Masthead

ଶରଦ ପାୱରଙ୍କୁ ମିଳିଲା ତୂରୀ ଚିହ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକ ସଭା ନିର୍ବାଚନ ପୂର୍ବରୁ ଶରଦ ପାୱାରଙ୍କୁ ମିଳିଲା ନୂଆ ଦଳୀୟ ଚିହ୍ନ । ପାର୍ଟି ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ଶରଦ ପାୱାରଙ୍କ ଦଳ ପାଇଁ ନୂଆ ନାଁ ମଧ୍ୟ ଧାର୍ୟ୍ୟ ହୋଇଥିବା ବେଳେ ନିର୍ବାଚନ ଆୟୋଗ ଗୁରୁବାର ତାଙ୍କୁ ନୂଆ ଦଳୀୟ ଚିହ୍ନ ଦେଇଛନ୍ତି। ଶରଦ ପାୱାରଙ୍କ ଦଳୀୟ ଚିହ୍ନ ଭାବେ ତୂରୀ ଦିଆଯାଇଛି। ଶରଦ ପାୱାରଙ୍କ ଦଳ ପକ୍ଷରୁ ନିର୍ବାଚନ କମିଶନଙ୍କୁ ୩ ଟି ବିକଳ୍ପ ଦିଅଯାଇଥିବା ବେଳେ ସେଥିମଧ୍ୟରୁ ନିର୍ବାଚନ କମିଶନ ତୂରୀ ଚିହ୍ନରେ ମୋହର ମାରିଛନ୍ତି।

ପାର୍ଟି ମୁଖପାତ୍ର କହିଛନ୍ତି, ଆସନ୍ତା ଲୋକ ସଭା ନିର୍ବାଚନରେ ଆମର ପ୍ରାର୍ଥୀମାନେ ଏହି ପ୍ରତୀକ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବେ। ଅଜିତ ପାୱାରଙ୍କ ଦଳକୁ ଏନସିପିର ଦଳୀୟ ଚିହ୍ନ ମିଳିଥିବା ବେଳେ ଶରଦ ପାୱାରଙ୍କ ଗୋଷ୍ଠୀକୁ ତୁରନ୍ତ ନୂଆ ଚିହ୍ନ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ