Masthead

ଲୋକସଭାରେ ଯେଉଁ ଘଟଣା ଘଟିଲା ତାହାର ସମ୍ପୂର୍ଣ୍ଣ ଯାଞ୍ଚ ଚାଲିଛି: ବାଚସ୍ପତି ଓମ୍ ବିର୍ଲ୍ଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ସଂସଦ ଭବନରେ ଦୁଇ ଯୁବକ ପଶିଯିବା ଘଟଣା । ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ଓମ୍ ବିର୍ଲ୍ଲା ସେ କହିଛନ୍ତି ଯେଉଁ ଘଟଣା ଶୂନ୍ୟକଳା ସମୟରେ ଘଟିଛି, ସେହି ଘଟଣାରେ ଲୋକସଭା ନିଜ ସ୍ଥରରେ ସମ୍ପୁର୍ଣ୍ଣ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ଦିଲ୍ଲୀ ପୋଲିସକୁ ମଧ୍ୟ ଅବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ, ଯାହା ଚିନ୍ତା ଥିଲା କି ସେ ଧୁଆଁ କ’ଣ ଥିଲା ? ତାହା ପ୍ରରମ୍ଭିକ ତଦନ୍ତରେ ସାଧାରଣ ଧୁଆଁ ବୋଲି ଜଣାପଡିଛି । ତେଣୁ ଧୁଆଁକୁ ନେଇ କିଛି ଚିନ୍ତା କରିବାର ଆବଶ୍ୟକତା ନାହିଁ କହିଛନ୍ତି ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ