Masthead

ଆଉ ଦୁଇ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ତ୍ରୁଟି ପ୍ରସଙ୍ଗରେ ବିରୋଧୀଙ୍କ ହୋହାଲ୍ଲା । ଆଉ ଦୁଇଜଣ ସାଂସଦ ହେଲେ ନିଲମ୍ବିତ । ବୁଧବାର (ଡିସେମ୍ବର ୨୦) ଗୃହକୁ ଅବମାନନା କରିବାକୁ ନେଇ ଅଧିବେଶନର ଅବଶିଷ୍ଟ ଅବଧି ପାଇଁ ବାଚସ୍ପତି ଦୁଇ ବିରୋଧୀ ସଦସ୍ୟ ସି ଥୋମାସ୍ ଏବଂ ଏ ଏମ୍ ଆରିଫଙ୍କୁ ନିଲମ୍ବିତ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଲୋକସଭା ଓ ରାଜ୍ୟସଭାର ୧୪୩ ସାଂସଦଙ୍କୁ ନିଲମ୍ବିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି