Masthead

ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଥର ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ଆସନ୍ତା ଜୁନ୍ ୧୩ ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର ।

କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା । ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା । ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା । କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ