Masthead

ଲୋକାୟୁକ୍ତକୁ ଗଲା ପ୍ରଦୀପ ପାଣିଗ୍ରାହୀ ମାମଲା

By : Soumya

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ କରିବେ ଲୋକାୟୁକ୍ତ । ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକା  ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ସରକାରଙ୍କ ସୁପାରିଶ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡ ପ୍ରଦୀପ ପାଣିଗ୍ରାହୀ ବିରୋଧରେ ହୋଇଥିବା ଦୁର୍ନୀତି ଅଭିଯୋଗକୁ ମାନ୍ୟବର ଲୋକାୟୁକ୍ତ ଓଡ଼ିଶା ସରକାରଙ୍କ ନିକଟକୁ ପଠାଇଛନ୍ତି। ଏହା ହେଉଛି ପ୍ରଥମ ଦୁର୍ନୀତି ଅଭିଯୋଗ ଯାହାକି ସରକାର ସୃଷ୍ଟି ହେବା ପରେ ଲୋକାୟୁକ୍ତକୁ ପଠାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସରକାର ସାଧାରଣ ଜୀବନରେ ଦୁର୍ନୀତି ବିରୋଧରେ ଦୃଢ କାର୍ଯାନୁଷ୍ଠାନ ପାଇଁ ଜଣାଶୁଣା । ଓଡିଶା ଲୋକଙ୍କୁ ଏକ ସ୍ୱଚ୍ଛ ପ୍ରଶାସନ ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର