Masthead

ଗହଣା ବ୍ୟବସାୟୀଙ୍କ ଠାରୁ ଲୁଟ୍

ବାଲେଶ୍ବର(ବଡ ଖବର ବ୍ୟୁରୋ) ଗହଣା ବ୍ୟବସାୟୀଙ୍କ ଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ । ବାଲେଶ୍ବର ସଦର ଥାନା ରସାଳପୁର ବଜାରରେ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ କରି ଦୁର୍ବୁର୍ତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି । ଗୁରୁବାର ରାତିରେ ଗହଣା ବ୍ୟବସାୟୀ ଲଷ୍ମୀଧର ରଣା ଦୋକାନ ବନ୍ଦ କରି ଫେରୁଥିବା ବେଳେ ୨ଟି ବାଇକରେ ୪ ଜଣ ଯୁବକ ଆସି କଟୁରୀରେ ତାଙ୍କ ବେକକୁ ଆକ୍ରମଣ କରି ବ୍ୟାଗ ଛଡାଇ ନେଇଥିଲେ । ତେବେ କସବା ଫାଣ୍ଡି ପାଖରେ ଏଭଳି ଘଟଣା ଘଟାଇ ଦୁର୍ବୁର୍ତ୍ତମାନେ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ଅନ୍ୟପଟେ ସେହି ବ୍ୟାଗରେ ପାଖାପାଖି ୫୦୦ ଗ୍ରାମର ସୁନା,୧ କେଜି ରୁପା ଓ ନଗଦ ୩୦ ହଜାର ଟଙ୍କା ଥିବା ଅଭିଯୋଗ ହୋଇଛି । ଖବର ପାଇ କସବା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ