Masthead

ଗହଣା ବ୍ୟବସାୟୀଙ୍କ ଠାରୁ ଲୁଟ୍

ବାଲେଶ୍ବର(ବଡ ଖବର ବ୍ୟୁରୋ) ଗହଣା ବ୍ୟବସାୟୀଙ୍କ ଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ । ବାଲେଶ୍ବର ସଦର ଥାନା ରସାଳପୁର ବଜାରରେ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ କରି ଦୁର୍ବୁର୍ତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି । ଗୁରୁବାର ରାତିରେ ଗହଣା ବ୍ୟବସାୟୀ ଲଷ୍ମୀଧର ରଣା ଦୋକାନ ବନ୍ଦ କରି ଫେରୁଥିବା ବେଳେ ୨ଟି ବାଇକରେ ୪ ଜଣ ଯୁବକ ଆସି କଟୁରୀରେ ତାଙ୍କ ବେକକୁ ଆକ୍ରମଣ କରି ବ୍ୟାଗ ଛଡାଇ ନେଇଥିଲେ । ତେବେ କସବା ଫାଣ୍ଡି ପାଖରେ ଏଭଳି ଘଟଣା ଘଟାଇ ଦୁର୍ବୁର୍ତ୍ତମାନେ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ଅନ୍ୟପଟେ ସେହି ବ୍ୟାଗରେ ପାଖାପାଖି ୫୦୦ ଗ୍ରାମର ସୁନା,୧ କେଜି ରୁପା ଓ ନଗଦ ୩୦ ହଜାର ଟଙ୍କା ଥିବା ଅଭିଯୋଗ ହୋଇଛି । ଖବର ପାଇ କସବା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ