Masthead

ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଟାଙ୍ଗିଆ ଏବଂ ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତମାନେ ଲୁଟିନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନାଗହଣା । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ପାଇକାଳପୁରର ଅଳଙ୍କାର ବ୍ୟବସାୟୀ ସୁଦାମ ଚରଣ ସାହୁଙ୍କୁ ଆକ୍ରମଣ କରି ଲୁଟପାଟ ହୋଇଛି । ସାରଡାଙ୍ଗ ବଜାରରେ ଥିବା ଦୋକାନରୁ ସୁଦାମ ଘରକୁ ଫେରୁଥିବା ବେଳେ ଅଲିପୁର-ପାଇକାଳପୁର ମଝିରେ ଦୁର୍ବୃତ୍ତମାନେ ତାଙ୍କ ଗାଡି଼ ଡିକି ଭାଙ୍ଗି ୨ଲକ୍ଷ ଟଙ୍କାର ଅଳଙ୍କାର ଧରି ଚମ୍ପଟ ମାରିଛନ୍ତି । ଆକ୍ରମଣରେ ସୁଦାମ ଗୁରୁତର ଆହତ ହୋଇଛନ୍ତି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସୁଦାମଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସିମୁଳିଆ ମେଡିକାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ