Masthead

ଡକାୟତି ଭିଡିଓ ଭାଇରାଲ: ଜଣେ ଗିରଫ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଡକାୟତି ଭିଡିଓ ଭାଇରାଲ ପରେ ଜଣେ ଗିରଫ । ଯାଜପୁର ଜିଲ୍ଲା ସୁକିନ୍ଦା ଡୁବୁରୀ ହାଟ ନିକଟର ଡକାୟତି ଭିଡିଓ ଭାଇରାଲ ହୋଇଥିଲା । ଏନେଇ କୌଣସି ଅଭିଯୋଗ ହୋଇନଥିଲା । ଭିଡିଓକୁ କେନ୍ଦ୍ରକରି କଳିଙ୍ଗ ନଗର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଅନେକ ସ୍ଥାନରେ ଚଢାଉ ପରେ ଅଭିଯୁକ୍ତଙ୍କୁ ଜଙ୍ଗଲରୁ ଗିରଫ କରିଛି ପୋଲିସ ।

ଗିରଫ ଯୁବକ ଜଣଙ୍କ ହେଉଛନ୍ତି ଡୁବୁରୀ ମାଟିଆ ସାହିର ନୀଳମଣି ବେହେରାଙ୍କ ପୁଅ କ୍ରିଷ୍ଣା ବେହେରା । ତେବେ ଏହି ଘଟଣାରେ ଜଡିତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଶିଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା