Masthead

ଲୁଟିନେଲେ ସୁନାଗହଣା

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଦାମୋଦରପୁର ଗାଁରେ ଚୋରି । ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଜଣଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଟଙ୍କା ଲୁଟିନେଇଛନନ୍ତି ଦୁର୍ବୃତ୍ତ । ବିଜୟ ବାରିକ ଓ ନିତ୍ୟାନନ୍ଦ ଦାସଙ୍କ ଘରୁ ଚୋରି ହୋଇଛି । ପ୍ରାୟ ୭ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ