Masthead

ବଡ଼ଠାକୁରଙ୍କ ନୀତିରେ ହୋଇଛି ବଡ଼ ବିଭ୍ରାଟ

ପୁରୀ (ବଡ଼ ଖବର ବ୍ୟୁରୋ): ବଡ଼ଠାକୁରଙ୍କ ନୀତି ବିଭ୍ରାଟକୁ ନେଇ ଶ୍ରୀବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀ ହଳଧର ଦାସମହାପାତ୍ରଙ୍କ ପ୍ରତିକ୍ରିୟା । ଅସନ୍ତୋଷ ହୋଇ କହିଛନ୍ତି ରଥଯାତ୍ରାରେ ବଡ଼ଠାକୁରଙ୍କ ନୀତିରେ ବଡ଼ବିଭ୍ରାଟ ହୋଇଛି । ବର୍ଷବର୍ଷର ପରମ୍ପରାକୁ ଭାଙ୍ଗି ନୀତିକାନ୍ତି ହୋଇଛି । ରଥ ଆଜ୍ଞାମାଳ ବିଧିକୁ ବି ଭାଙ୍ଗି ଦିଆଯାଇଛି ।

ଅଣସର ଘରେ ସେନାପଟା ଲାଗି ହୋଇଛି । ଠାକୁରଙ୍କୁ ଓପାସରେ ରଖି କରାଯାଇଥିଲା ପହଣ୍ଡି । ପ୍ରତିପଦା ବଦଳରେ ଦ୍ୱିତୀୟାରେ ନେତ୍ରୋସôବ କରାଯାଇଛି । ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କୁ ଦାୟୀ କରିଛନ୍ତି ଶ୍ରୀ ଦାସମହାପାତ୍ର । ଖାଲି ସେତିକି ନୁହେଁ ଅନାଧିକୃତ ସେବକଙ୍କୁ ବି ଦୋଷ ଦେଲେ ଶ୍ରୀ ଦାସମହାପାତ୍ର । ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ପ୍ରତିକ୍ରିୟା ଦେଇଛନ୍ତି ଶ୍ରୀ ଦାସମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କେମିତି ସୁସ୍ଥ ହୁୁଅନ୍ତି ମହାପ୍ରଭୁ 🔴 ଭାରତୀୟ କଳା ସଂସ୍କୃତିରେ ବିଭୋର ହୋଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ 🔴 କେତନ୍ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ୍ 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ଇଂଲଣ୍ଡ ବିପକ୍ଷ ଟି୨୦, ବୈଭବଙ୍କ ଉପରେ ନଜର 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 କେମିତି ସୁସ୍ଥ ହୁୁଅନ୍ତି ମହାପ୍ରଭୁ 🔴 ଭାରତୀୟ କଳା ସଂସ୍କୃତିରେ ବିଭୋର ହୋଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ 🔴 କେତନ୍ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ୍ 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ଇଂଲଣ୍ଡ ବିପକ୍ଷ ଟି୨୦, ବୈଭବଙ୍କ ଉପରେ ନଜର 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି