Masthead

ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ଗତକାଲି ମଙ୍ଗଳଆଳତି ପରଠାରୁ ବନ୍ଦ ରହିଛି ନୀତିକାନ୍ତି । ସେବାୟତଙ୍କ ବିବାଦରୁ କାଲିଠୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ଗତକାଲି ମଙ୍ଗଳ ଆଳତୀ ପରଠାରୁ ଆଉ ଠାକୁରଙ୍କର ନୀତିକାନ୍ତି ହୋଇନଥିଲା କି ଭୋଗ ମଧ୍ୟ ହୋଇନଥିଲା । ଲିଙ୍ଗରାଜଙ୍କ ୨ ଏକର ଜମିରେ ବଡୁ ନିଯୋଗ ପକ୍ଷରୁ ଚାଲିଥିବା ଦୋକାନଘର ନିର୍ମାଣକୁ ବିରୋଧ କରି ସେବା କରୁନାହାନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ।

ସବୁ ବେବନ୍ଦୋବସ୍ତ ଜମି ଶ୍ରୀ ଲିଙ୍ଗରାଜଙ୍କ ଖାତାକୁ ଫେରୁଥିବା ବେଳେ ବଡୁ ନିଯୋଗ ଦ୍ୱାରା ନିର୍ମାଣାଧୀନ ଦୋକାନ ଘରକୁ ସମ୍ପୂର୍ଣ୍ଣ କରିବାକୁ କେମିତି ହାଇକୋର୍ଟରୁ ଅନୁମତି ମିଳିଲା ବୋଲି ପ୍ରଶ୍ନ କରିଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ପୂର୍ବରୁ ଏହାକୁ ଅନ୍ୟ ନିଯୋଗ ଚ୍ୟାଲେଂଜ କରିବା ଫଳରେ ଦୋକାନ ଘର ନିର୍ମାଣ କାମ ବନ୍ଦ ରହିଥିଲା । ହେଲେ ହାଇକୋର୍ଟରୁ କିଭଳି ପୁଣି କାମ ଚାଲୁ ପାଇଁ ବଡ଼ୁ ନିଯୋଗ ଅଦେଶ ପାଇଲା ବୋଲି ପ୍ରଶ୍ନ ଉଠାଇଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ଗତକାଲିଠାରୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ପ୍ରଶାସନ ନିଦାବିଷ୍ଣୁ ସାଜିଥିବାବେଳେ ଅସନ୍ତୋଷ ଭକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି