Masthead

ଖୁବଶୀଘ୍ର ମନ୍ଦିରରେ ହେବ ଭଗବାନ ରାମଙ୍କ ପ୍ରାଣ ପ୍ରତିଷ୍ଠା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଅଯୋଧ୍ୟା ରାମ ମନ୍ଦିରର ଗର୍ଭ ଗୃହରେ ଭଗବାନ ରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ୨୦୨୪ ଜାନୁଆରୀ ୨୨ରେ ଗର୍ଭଗୃହରେ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ଚଳିତ ବର୍ଷ ଅକ୍ଟୋବର ମାସ ସୁଦ୍ଧା ମନ୍ଦିରର ପ୍ରଥମ ଭାଗ ନିର୍ମାଣ କାର୍ଯ୍ୟ ଶେଷ ହେବ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଯୋଗୀ ସରକାରଙ୍କ ଅର୍ଥମନ୍ତ୍ରୀ ସୁରେଶ ଖାନ୍ନା । ମନ୍ଦିରରେ ଭଗବାନ ରାମଙ୍କ ପୁରୁଣା ଓ ନୂଆ ଉଭୟ ମୂର୍ତ୍ତିକୁ ସ୍ଥାପନା କରାଯିବ। ରୀତିନୀତିରେ ପୂଜାର୍ଚ୍ଚନା କରାଯାଇ ଭଗବାନ ରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ଏହାପରେ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା