Masthead

ବ୍ରିଜରେ ଲଟ୍‌କିଛି ବସ୍

ବାଙ୍କୀ(ବଡ଼ ଖବର ବ୍ୟୁରୋ): ମହାନଦୀ ବ୍ରିଜରେ ଓହଳିଛିବସ୍ । ବ୍ରିଜରେ ପିଟି ହୋଇଛି ଯାତ୍ରୀବାହୀ ବସ୍ । ଅନୁଗୁଳରୁ ଭୁବନେଶ୍ୱର ଯାଉଥିବା ନିଗମ ବସ୍ ଭାରସାମ୍ୟ ହରାଇ ଜାତମୁଣ୍ଡିଆ ବ୍ରିଜ ଉପରେ ମହାନଦୀ ଉପରକୁ ଝୁଲି ରହିଛି।

ଏଥିରେ କାହାର କିଛି କ୍ଷତି ହୋଇନାହିଁ ।ବସ୍ ର ଷ୍ଟରିଂ କଟିଯିବାରୁ ଏଭଳି ହୋଇଛି ବୋଲି ମନେ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ