Masthead

ବ୍ରିଜରେ ଲଟ୍‌କିଛି ବସ୍

ବାଙ୍କୀ(ବଡ଼ ଖବର ବ୍ୟୁରୋ): ମହାନଦୀ ବ୍ରିଜରେ ଓହଳିଛିବସ୍ । ବ୍ରିଜରେ ପିଟି ହୋଇଛି ଯାତ୍ରୀବାହୀ ବସ୍ । ଅନୁଗୁଳରୁ ଭୁବନେଶ୍ୱର ଯାଉଥିବା ନିଗମ ବସ୍ ଭାରସାମ୍ୟ ହରାଇ ଜାତମୁଣ୍ଡିଆ ବ୍ରିଜ ଉପରେ ମହାନଦୀ ଉପରକୁ ଝୁଲି ରହିଛି।

ଏଥିରେ କାହାର କିଛି କ୍ଷତି ହୋଇନାହିଁ ।ବସ୍ ର ଷ୍ଟରିଂ କଟିଯିବାରୁ ଏଭଳି ହୋଇଛି ବୋଲି ମନେ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ