Masthead

କାଳ ହେଲା ପ୍ରେମ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରେମ କେତେବେଳେ ଆଉ କାହା ସାଥୀରେ ହୋଇଯାଏ ତାହା ଜଣା ପଡେ ନାହିଁ । ପ୍ରେମ ମଣିଷକୁ ନୂଆ ଆଶା ଦେଖାଇଥାଏ । ଆଉ ଏହି ପ୍ରେମ ମଧ୍ୟ ମଣିଷର ଜୀବନ ମଧ୍ୟ ନେଇପାରେ । ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଜଳେଶ୍ୱର ଅଞ୍ଚଳରେ ।

ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଚୁଡ଼ାମଣିପୁର ଗାଁର ହରିହର ପଣ୍ଡାଙ୍କ ପୁଅ ସବ୍ୟସଚୀ । ଦୀର୍ଘ ୧୦ ବର୍ଷ ବୈବାହିକ ସମ୍ପର୍କ ପରେ ମଧ୍ୟ ସ୍ତ୍ରୀଙ୍କ ସମ୍ପର୍କୀୟ ଭଉଣୀଙ୍କୁ ନେଇ ଫେରାର ହୋଇ ଯାଇଥିଲେ । ତେବେ ଏଥିରେ ଉତକ୍ଷିପ୍ତ ହୋଇ ଶ୍ୱଶୁର ଘର ଲୋକେ ସବ୍ୟସଚୀଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର । ଜଳେଶ୍ୱର ଥାନାରେ ଏନେଇ ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ