Masthead

୧୪ରୁ ଆଉ ଏକ ଲଗୁଚାପ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ଏବେ ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନରେ ପରିଣତ ହେବା ସମ୍ଭାବନା ରହିଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଏହା ଆସନ୍ତା ୧୨ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର ଉପକୂଳଠାରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ଆସନ୍ତା ୧୪ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଥିବା କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ