ଦାନା ବାନ୍ଧୁଛି ଲଘୁଚାପ, ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ଜୁଲାଇ ୪ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଉଛି । ରାଜ୍ୟରେ ତାପମାତ୍ରା କମିଲେ ବି ଅନୁଭୂତ ହେବ ଗୁଳୁଗୁଳି । ଜଳୀୟବାଷ୍ପ ଯଥେଷ୍ଟ ଅଧିକ ରହିଥିବାରୁ ଆର୍ଦ୍ରତା ଅଧିକ ରହିଛି ।

ଆସନ୍ତା ୨ ଓ ୩ ତାରିଖ ବେଳକୁ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରାଜ୍ୟରେ ଏବେ ୧୫୬.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୧୯୨.୩ ମିଲିମିଟର ତୁଳନାରେ ୧୯ ପ୍ରତିଶତ କମ୍ । ଝାରସୁଗୁଡା, ଢେଙ୍କାନାଳ, ବରଗଡ଼ ଏସବୁ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ