ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୧୨ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।
Prev Post
Next Post
ଆଗକୁ ପଢନ୍ତୁ