Masthead

୧୨ ଘଣ୍ଟାରେ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଗାମୀ ୧୨ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି