Masthead

ସୃଷ୍ଟିହେଲା ଲଘୁଚାପ: ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରାଯାଇଛି। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି