Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରର ମଧ୍ୟଭାଗରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ୨୪ ଘଣ୍ଟାରେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ । ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏଥିପାଇଁ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି  । ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ ଓ କଟକରେ ଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି  । ସେହିପରି ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ 8 ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ