Masthead

ସୃଷ୍ଟିହେଲା ଲଘୁଚାପ,୩ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀ ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ମଧ୍ୟ ରହିଛି । ମାଲକାନଗିରି ,କୋରାପୁଟ,ରାୟଗଡା,ଗଜପତି,ଗଞ୍ଜାମ ଓ ପୁରୀ ଜିଲ୍ଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଟକ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ,କନ୍ଧମାଳ,କଳାହାଣ୍ଡି,ନବରଙ୍ଗପୁର,ବଲାଙ୍ଗିର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି