Masthead

୨୪ ଘଣ୍ଟାରେ ଲଘୁଚାପ, ୨ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ସକ୍ରିୟ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଥିବା ସୂଚନା ଦେଇଛନ୍ତି ଆଞ୍ଚିଳିକ ପାଣିପାଗ କେନ୍ଦ୍ର ।

ଏହା ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର,କଳାହାଣ୍ଡି ଆଦି ଜିଳ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ କରିଛି ପାଣିପାଗ କେନ୍ଦ୍ର ।

ଏହାସହ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ଅତିପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।ଏହାସହପୁରୀ,ଖୋର୍ଦ୍ଧା,ରାୟଗଡା,ଗଞ୍ଜାମ,ଗଜପତି,ଢେଙ୍କାନାଳ,କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, କେନ୍ଦ୍ରାପଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି