Masthead

ମେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ୬ ତାରିଖ ସୁଦ୍ଧା ଘୂର୍ଣ୍ଣିକଳୟ ନେଇ ଆକଳନ କରାଯାଇଛି । ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଘୂର୍ଣ୍ଣିବଳୟର ୮୪ ଘଣ୍ଟା ପରେ ହୋଇପାରେ ଲଘୁଚାପ । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗର ସୂଚନା । ଏହାର ପ୍ରଭାବ ଓଡ଼ିଶାରେ ପଡିବ କି ନାହିଁ ତାହା ସ୍ପଷ୍ଟ ହୋଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା