ମେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ୬ ତାରିଖ ସୁଦ୍ଧା ଘୂର୍ଣ୍ଣିକଳୟ ନେଇ ଆକଳନ କରାଯାଇଛି । ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଘୂର୍ଣ୍ଣିବଳୟର ୮୪ ଘଣ୍ଟା ପରେ ହୋଇପାରେ ଲଘୁଚାପ । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗର ସୂଚନା । ଏହାର ପ୍ରଭାବ ଓଡ଼ିଶାରେ ପଡିବ କି ନାହିଁ ତାହା ସ୍ପଷ୍ଟ ହୋଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’