Masthead

ଉତ୍ତର ଓଡ଼ିଶା-ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ଲଘୁଚାପ । ଘୁର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓଡ଼ିଶା-ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ପଶ୍ଚିମବଙ୍ଗ ଉପତ୍ୟାକା, ଝାରଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଗତ ୨୪ ଘଂଟାରେ ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ସହ ୨୭ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ସେପଟେ ଗତ ୨୪ ଘଂଟାରେ ଝାରସୁଗୁଡା କିରମିରାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଲଇକେରାରେ ୧୮୪.୮, ଭଦ୍ରକରେ ୧୬୬, କୁଚିଣ୍ଡାରେ ୧୬୦, ଧାମନଗରରେ ୧୫୦ ମିମି ବର୍ଷା ରେର୍କଡ କରାଯାଇଛି । ରାଜ୍ୟରେ ୧୧ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୧୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି