୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ବଡ଼ ଖବରରାଜ୍ୟ By Bada Khabar Bureau On Jul 30, 2023 Torrential rain causing flood. Share FacebookTwitterWhatsAppEmailTelegramPrint ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୪ ଯାଏଁ ବର୍ଷା ସମ୍ଭାବନା । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା । ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପଣିପାଗ ବିଭାଗ ।୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ପାଣିପାଗ ବିଭାଗର ସୂଚନା । Share