ସୃଷ୍ଟି ହେଲା ଲଘୁଚାପ, ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜିଠୁ ବଢିବ ବର୍ଷାର ପରିମାଣ । ଆସନ୍ତା ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି । ୧ ଓ୨ ରୁ ପ୍ରବଳରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ