Masthead

ରାଜ୍ୟରେ ଲଘୁଚାପ ବର୍ଷା , ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ୫ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ୫ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର ଆଦି ଜିଲ୍ଲାମାନ ରହିଛି । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଏହାସହ ଉପକୂଳ ଓଡିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ବରଗଡ, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୂଆପଡା ଆଦତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟୋଲୋୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ