Masthead

ସକ୍ରିୟ ହେଲା ଘୂର୍ଣ୍ଣିବଳୟ, ୯ରେ ଅବପାତ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରେ ୯ ତାରିଖରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଇଏମଡି ।

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତି ପଥ ଓ ତୀବ୍ରତା ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ତେବେ ବାତ୍ୟା ନେଇ ଓଡ଼ିଶାକୁ ବିପଦ ନଥିବା ସେ କହିଛନ୍ତି । ଗତିବିଧି ଏବଂ ପ୍ରଭାବର ପୂର୍ବାନୁମାନ ସହ ମୁକାବିଲା ପାଇଁ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ