ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି । ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଗଭୀତ ଅବପାତର ରୂପ ନେବ । ଗଭୀର ଅବପାତ ହୋଇ ଉତ୍ତର ପୂର୍ବ ଦିଗକୁ ଗତି କରିବ । ଆଜି ବି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା । ତୁହାକୁ ତୁହା ବର୍ଷା ନେଇ ପାଣିପାଗ ବିଭାଗର ସୂଚନା । ଅପରାହ୍ନ ୨ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସତର୍କତା ଜାରି ହୋଇଛି ।

ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ଆଶଙ୍କା ମଧ୍ୟ ରହିଛି । ଲଘୁଚାପକୁ ନେଇ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ୭୦ ରୁ ୨ଶହ ମିମି ବର୍ଷା ହୋଇପାରେ । ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ବେଗରେ ପବନ ବହିପାରେ । ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’