Masthead

ଆଜି ସୃଷ୍ଟି ହେବ ଲଘୁଚାପ, ୩ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଅନ୍ୟପଟେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ପ୍ରବଳ ବର୍ଷା ନେଇ ୧୬ ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟୋଲୋୱାର୍ଣିଂ ଜାରି କରାଯାଇଛି । ୭ ତାରିଖ ପାଇଁ ମଧ୍ୟ ୯ଟି ଜିଳ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ଅନ୍ୟପଟେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ