Masthead

ଆଜି ସୃଷ୍ଟି ହେବ ଲଘୁଚାପ, ୩ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଅନ୍ୟପଟେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ପ୍ରବଳ ବର୍ଷା ନେଇ ୧୬ ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟୋଲୋୱାର୍ଣିଂ ଜାରି କରାଯାଇଛି । ୭ ତାରିଖ ପାଇଁ ମଧ୍ୟ ୯ଟି ଜିଳ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ଅନ୍ୟପଟେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ