Masthead

୧୪ରୁ ଆଉ ଏକ ଲଗୁଚାପ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ଏବେ ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନରେ ପରିଣତ ହେବା ସମ୍ଭାବନା ରହିଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଏହା ଆସନ୍ତା ୧୨ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର ଉପକୂଳଠାରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ଆସନ୍ତା ୧୪ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଥିବା କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା