Masthead

୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୨୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଦେଶରେ ବଢିଲା ବଢ଼ିଲା କମର୍ସିଆଲ ଏଲ୍‌ପିଜି ଗ୍ୟାସ ସିଲିଣ୍ଡର ଦର । ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୨୫ ଟଙ୍କା ବଢ଼ିଲା । ଦିଲ୍ଲୀରେ ଗ୍ୟାସ ସିଲିଣ୍ଡର ଦର ୧୯୭୫ ଟଙ୍କାକୁ ବୃଦ୍ଧି । ଦିଲ୍ଲୀରେ ୨୫ ଟଙ୍କା ଏବଂ ମୁମ୍ବାଇରେ ୨୬ ଟଙ୍କା ବଢ଼ିଛି ସିଲିଣ୍ଡର ଦର । ଅଏଲ ମାର୍କେଟିଂ କମ୍ପାନି ଗୁଡ଼ିକ ପକ୍ଷରୁ ଏହି ମୂଲ୍ୟ ବୃଦ୍ଧି କରାଯାଇଛି । ସରକାରୀ ତୈଳ କମ୍ପାନୀ ଇଣ୍ଡିଆନ ଅଏଲ ଭରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ ୧୯ କିଲୋଗ୍ରାମ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ବିଭିନ୍ନ ସହରରେ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ଆଜିଠାରୁ ୨୫.୫୦ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହୋଇଥିବା ବେଳେ ୧୪ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା