Masthead

କେବେ ଖୋଲିବ ତାଲା

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ବିଜୁ ପଟ୍ଟନାୟକ ଛକ ନିକଟରେ ଥିବା ଯାତ୍ରୀ ବିଶ୍ରାମାଗାରକୁ କୋଭିଡ୍ ନିୟନ୍ତ୍ରଣ ଗୃହ କରାଯାଇଥିଲା । କଟକଣା ଧୀରେ ଧୀରେ କୋହଳ ହେବାରେ ଲାଗିଛି । ବସ୍ ଚଳାଚଳ ହେବା ପରେ ଯାତ୍ରୀଙ୍କ ଭିଡ଼ ମଧ୍ୟ ବଢ଼ିବାରେ ଲାଗିଛି । ବିଶ୍ରାମାଗାର ଖୋଲା ନଥିବାରୁ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଦୂରଦୁରାନ୍ତରୁ ଆସିଥିବା ଯାତ୍ରୀମାନେ ଖୋଲା ଆକାଶ ତଳେ ଛିଡ଼ା ହେଉଛନ୍ତି । ବର୍ଷା ହେଲେ ଭିଜୁଛନ୍ତି ଯାତ୍ରୀ । କୋଭିଡ୍ ନିୟନ୍ତ୍ରଣ ଗୃହର କାର୍ଯ୍ୟ ଦୀର୍ଘଦିନ ହେବ ଏଠାରେ ବନ୍ଦ ରହିଛି । ତାଲା ପଡ଼ିରହିଥିବା ଯାତ୍ରୀ ବିଶ୍ରାମାଗାରର ସାନିଟାଇଜ୍ ଏଯାବତ କରାଯାଇ ନାହିଁ । ଯାତ୍ରୀଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କେବେ ଖୋଲିବ ତାଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା