Before Header

ରାଶିଫଳ

0 29

ମେଷ – ଆଜି ଯେଉଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ଅତ୍ୟଧ୍ଚଳ ଖର୍ଚ୍ଚାନ୍ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବୃଷ – ଆଜି ନୂତନ ବାଣିଜ୍ୟାରମ୍ଭ, ଆଲୋଚନା, ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ କାମ ହାସଲ ପାଇଁ ବେଆଇନ୍ କାମ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

 

ମିଥୁନ – ସ୍ୱାସ୍ଥ୍ୟସମସ୍ୟା ଦୁଶ୍ଚିନ୍ତାର କାରନ ପାଲଟିଯାଇପାରେ । ଫେରି ଯାଇ ଥିବା ବନ୍ଧୁ ଘରକୁ ପୁଣି ଲେଉଟି ଆସିବ, ଯଦ୍ଦ୍ୱାରା ଆପଣ ଖୁସୀ ହେବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ଉପକୃତ ବ୍ୟକ୍ତିମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିପାରନ୍ତି । ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

 

ସିଂହ – ସ୍ୱାସ୍ଥ୍ୟ ପ୍ରତି ଜଗି ରଖି ନ ଚଳିଲେ ଅସୁବିଧାର ସମ୍ମୁଖୀନ ହେବେ । ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କ ଠାରୁ ନାସ୍ତି ସୁଚକ ବାକ୍ୟ ଶୁଣି ବିଷାଦଗ୍ରସ୍ତ ହୋଇପାରନ୍ତି । ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୧ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନô କରିବେ । ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

 

ତୁଳା – ବନ୍ଧୁମାନଙ୍କୁ କର୍ମକ୍ଷେତ୍ରରେ ନୂତନ ଦିଗ୍ ଦର୍ଶନ ଦେଇ ପ୍ରଶଂସିତ ହେବେ । ଆବଶ୍ୟକତା ପୁରଣ କରିବା ସକାଶେ ଟଙ୍କା ଯୋଗାଡ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – କିଛି ନୂଆଁ କାମ ଆରମ୍ଭ କରିବା ସକାଶେ ମନ ବଳିବ ଏବଂ ଏଥିପାଇଁ ଆନୁଷଙ୍ଗିକ ସାହାର୍ଯ୍ୟ ସହ-ଯୋଗ ମଧ୍ୟ ପାଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

ଧନୁ – ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଉପରିସ୍ଥଙ୍କ ସହାୟତାରେ କର୍ମକ୍ଷେତ୍ରରେ ଲାଗି ରହିଥିବା ନ୍ସେନ୍ ଦୂର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ । ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁଁ ମଉଜ ମଜଲିସ୍ ରେ ସମୟ ଅତିବାହିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ୰ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

 

କୁମ୍ଭ – ନିଜର ଅବହେଳା ଓ କାଳକ୍ଷେପଣ ନୀତି ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନୟ ତିକ୍ତତା ସୃଷ୍ଟି ହୋଇପାରେ । ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 

Leave A Reply

Your email address will not be published.