Masthead

ମିଶନ ମୁନଙ୍କୁ ବଡ଼ ଝଟକା, ଲ୍ୟାଣ୍ଡିଂ ପୂର୍ବରୁ କ୍ରାସ ହେଲା ଲୁନା-୨୫

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷର ମିଶନ ମୁନଙ୍କୁ ଲାଗିଛି ବଡ଼ ଝଟକା । ଲ୍ୟାଣ୍ଡିଂ ପୂର୍ବରୁ ହେଲା ଜରୁରୀ ଅବତରଣ । ଲୁନା -୨୫ ଲ୍ୟାଣ୍ଡିଂ ପୂର୍ବର ଟେକ୍ନିକାଲ ଖରାପ ହୋଇଥିଲା । ଋଷର ଅନ୍ତରୀକ୍ଷ ଯାନ ଅନିୟନ୍ତ୍ରିତ କକ୍ଷରେ ବୁଲିବା ପରେ ଚନ୍ଦ୍ରମା ସହ ଧକ୍କା ହୋଇ କ୍ରାସ ହୋଇଯାଇଛି । ମସ୍କୋ ଟାଇମ ଅନୁସାରେ ରାତି ୨ଟା ୧୦ ମିନିଟରେ ସ୍ପେସକ୍ରାପ୍ଟର କାର୍ଯ୍ୟ କରିବାରେ ବାଧା ସୃଷ୍ଟି ହୋଇଥିଲା ।

ଲୁନା-୨୫ ପ୍ରି-ଲ୍ୟାଣ୍ଡିଂ ଅରବିଟକୁ ସ୍ଥାନାନ୍ତର ହେବାକୁ ସଂକେତ ଦେଇଥିଲା । କିନ୍ତୁ ଏହି ସମୟରେ ସ୍ୱୟଂଚାଳିତ ଷ୍ଟେସନରେ ଏମରଜେନ୍ସି ସ୍ଥିତି ଦେଖାଦେଇଥିଲା । ଅଗଷ୍ଟ ୨୧ରେ ଏହା ସଫ୍ଟ ଲ୍ୟାଣ୍ଡିଂ ହେବାର ଥିଲା । ଏହି ସ୍ପେସ୍କ୍ରାପ୍ଟ ଅବତରଣ କରିବା ପୂର୍ବରୁ ଜରୁରୀକାଳିନ ସ୍ଥିତିର ସମ୍ମୁଖୀନ ହୋଇଥିବା ଜଣାପଡିଛି । ଏନେଇ ରୁଷିଆ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ!