Masthead

ମିଶନ ମୁନଙ୍କୁ ବଡ଼ ଝଟକା, ଲ୍ୟାଣ୍ଡିଂ ପୂର୍ବରୁ କ୍ରାସ ହେଲା ଲୁନା-୨୫

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷର ମିଶନ ମୁନଙ୍କୁ ଲାଗିଛି ବଡ଼ ଝଟକା । ଲ୍ୟାଣ୍ଡିଂ ପୂର୍ବରୁ ହେଲା ଜରୁରୀ ଅବତରଣ । ଲୁନା -୨୫ ଲ୍ୟାଣ୍ଡିଂ ପୂର୍ବର ଟେକ୍ନିକାଲ ଖରାପ ହୋଇଥିଲା । ଋଷର ଅନ୍ତରୀକ୍ଷ ଯାନ ଅନିୟନ୍ତ୍ରିତ କକ୍ଷରେ ବୁଲିବା ପରେ ଚନ୍ଦ୍ରମା ସହ ଧକ୍କା ହୋଇ କ୍ରାସ ହୋଇଯାଇଛି । ମସ୍କୋ ଟାଇମ ଅନୁସାରେ ରାତି ୨ଟା ୧୦ ମିନିଟରେ ସ୍ପେସକ୍ରାପ୍ଟର କାର୍ଯ୍ୟ କରିବାରେ ବାଧା ସୃଷ୍ଟି ହୋଇଥିଲା ।

ଲୁନା-୨୫ ପ୍ରି-ଲ୍ୟାଣ୍ଡିଂ ଅରବିଟକୁ ସ୍ଥାନାନ୍ତର ହେବାକୁ ସଂକେତ ଦେଇଥିଲା । କିନ୍ତୁ ଏହି ସମୟରେ ସ୍ୱୟଂଚାଳିତ ଷ୍ଟେସନରେ ଏମରଜେନ୍ସି ସ୍ଥିତି ଦେଖାଦେଇଥିଲା । ଅଗଷ୍ଟ ୨୧ରେ ଏହା ସଫ୍ଟ ଲ୍ୟାଣ୍ଡିଂ ହେବାର ଥିଲା । ଏହି ସ୍ପେସ୍କ୍ରାପ୍ଟ ଅବତରଣ କରିବା ପୂର୍ବରୁ ଜରୁରୀକାଳିନ ସ୍ଥିତିର ସମ୍ମୁଖୀନ ହୋଇଥିବା ଜଣାପଡିଛି । ଏନେଇ ରୁଷିଆ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ